2 Timothy 2:11 — Compare Translations

7 translations compared side by side

Odia - 1840
"ଏହି ଶିକ୍ଷା ସତ୍ଯ ଅଟେ: ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା' ହେଲେ ଆମେ ତାହାଙ୍କ ସହିତ ବଞ୍ଚିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବାକ୍ୟ ବିଶ୍ଵାସ୍ୟ, ଯଦି ଆମ୍ଭେମାନେ ତାହାଙ୍କ ସହିତ ମୃତ୍ୟୁ ଭୋଗ କରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ସଜୀବ ହେବା;
Odia BSI (ପବିତ୍ର ବାଇବଲ (CL) NT (BSI))
ଏ କଥା ଏକ ନିରାଟ ସତ୍ୟ: ତାଙ୍କ ସହିତ ଆମ୍ଭେମାନେ ଯଦି ମୃତ୍ୟୁଭୋଗ କରିଛୁ, ତାଙ୍କ ସହିତ ସଜୀବ ହୋଇ ମଧ୍ୟ ରହିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶିକ୍ଷା ସତ୍ୟ ଅଟେ: ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା’ହେଲେ ଆମ୍ଭେ ତାହାଙ୍କ ସହିତ ବଞ୍ଚିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
Odia IRV 2017 (ଓଡିଆ ବାଇବେଲ)
ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರಿ ಖಾತ್ರಿಚಿ ಸಾಂಗ್ನಿ ಕಾಯ್ ಮಟ್ಲ್ಯಾರ್, “ಅಮಿ ತೆಚ್ಯಾ ವಾಂಗ್ಡಾ ಮರ್ಲ್ಯಾಂವ್ ತರ್ ತೆಚ್ಯಾ ವಾಂಗ್ಡಾ ಜಿವನ್ ಕರ್‍ತಾವ್.