2 Timothy 2:12 — Compare Translations

7 translations compared side by side

Odia - 1840
"ଯଦି ଆମ୍ଭେ ଯାତନା ସହିବା, ତା' ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା' ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ରାଜତ୍ଵ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ଵୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ଵୀକାର କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
କଷ୍ଟଭୋଗରେ ଯଦି ଅବିଚଳିତ ରହିଥିବୁ, ତାଙ୍କ ସହିତ ଆମ୍ଭେମାନେ ରାଜତ୍ୱ କରିବୁ। ତାଙ୍କୁ ଅସ୍ୱୀକାର କଲେ, ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ଯାତନା ସହିବା, ତା’ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା’ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಕ್ ಪತರ್ ಕಸ್ಟ್ ಸೊಸುನ್ ಘೆತಲೆ ಹೊಲ್ಯಾರ್ ಅಮಿ ತೆಚ್ಯಾ ವಾಂಗ್ಡಾ ರಾಜ್ವಟ್ ಚಾಲ್ವುತಾಂವ್, ಅಮಿ ತೆಕಾ ತಿರಸ್ಕಾರ್ ಕರ್ಲ್ಯಾರ್, ತೊಬಿ ಅಮ್ಕಾ ತಿರಸ್ಕಾರ್ ಕರ್‍ತಾ.