2 Timothy 2:13 — Compare Translations

7 translations compared side by side

Odia - 1840
"ଯଦି ଆମ୍ଭେ ବିଶ୍ବସ୍ତ ନ ହେଉ, ତଥାପି ସେ ବିଶ୍ବସ୍ତ ହାଇେ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହାଇପୋରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଆମ୍ଭେମାନେ ଅବିଶ୍ଵସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ଵସ୍ତ, କାରଣ ସେ ଆପଣାକୁ ଅସ୍ଵୀକାର କରି ପାରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାଙ୍କ ପ୍ରତି ଆମ୍ଭେମାନେ ଅବିଶ୍ୱସ୍ତ ହେଲେ ମଧ୍ୟ, ସେ ସଦା ବିଶ୍ୱସ୍ତ ରହିବେ, କାରଣ ସେ ନିଜ ବିରୁଦ୍ଧରେ ମିଥ୍ୟାଚରଣ କରି ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ବିଶ୍ୱସ୍ତ ନ ହେଉ, ତଥାପି ସେ ବିଶ୍ୱସ୍ତ ହୋଇ ରହିବେ। କାରଣ ସେ ନିଜ ପାଇଁ ଅସତ୍ ହୋଇପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ (ଯୀଶୁ) ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରି ପାରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಎಕ್ ಎಳಾರ್ ಗೊಸ್ಟಿಕ್ ಚುಕ್ಲ್ಯಾರ್‍ಬಿ, ತೊ ಗೊಸ್ಟಿಕ್ ವಿಶ್ವಾಸಾನ್ ರ್‍ಹಾತಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಅಪ್ನಾಚ್ಯಾಚ್ ವಿಶಯಾತ್ ವಿರೊದ್ ಹೊಯ್ನಾ”.