2 Timothy 2:14 — Compare Translations

7 translations compared side by side

Odia - 1840
"ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ବରଙ୍କ ଆଗ ରେ ସତର୍କ କରିଦିଅ ଯେ, ସମାନେେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ୟୁକ୍ତିତର୍କ କରିବା ଦ୍ବାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସମାନଙ୍କେୁ ତାହା ନଷ୍ଟ କରିଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ମଣ୍ଡଳୀର ଲୋକମାନଙ୍କୁ ଏହି ସବୁ ବିଷୟ ସ୍ମରଣ କରାଇ ଦିଅ ଏବଂ ଶାସ୍ତ୍ରର ଶବ୍ଦାର୍ଥ ବିଷୟରେ ବୃଥା ବାଗ୍ୟୁଦ୍ଧ ନ କରିବାକୁ ସେମାନଙ୍କୁ ସତର୍କ କରିଦିଅ। ଏଭଳି ବାଗ୍ୟୁଦ୍ଧ କାହାରି କିଛି ମଙ୍ଗଳ କରେ ନାହିଁ - ବରଂ ଯେଉଁମାନେ ସେଥିରେ କର୍ଣ୍ଣପାତ କରନ୍ତି, ସେମାନଙ୍କର ସର୍ବନାଶ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଅନୁମୋଦିତ କାର୍ଯ୍ୟକାରୀ ଉକ୍ତ କଥାଗୁଡ଼ିକୁ ଲୋକମାନଙ୍କୁ ସର୍ବଦା କୁହ। ପରମେଶ୍ୱରଙ୍କ ଆଗରେ ସତର୍କ କରିଦିଅ ଯେ, ସେମାନେ ଅଯଥା ବାଦାନୁବାଦ କରନ୍ତୁ ନାହିଁ। ଯୁକ୍ତିତର୍କ କରିବା ଦ୍ୱାରା କାହାରିକୁ ଲାଭ ହୁଏ ନାହିଁ। ଯେଉଁମାନେ ଏହା ଶୁଣନ୍ତି, ସେମାନଙ୍କୁ ତାହା ନଷ୍ଟ କରିଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಲೊಕಾಕ್ನಿ ಹ್ಯಾ ಗೊಸ್ಟಿಯಾ ಪರ್ತುನ್ ಪರ್ತುನ್ ಯಾದ್ ಕರುನ್ಗೆತ್ ರ್‍ಹಾ. ಗೊಸ್ಟಿಯಾಕ್ನಿ ಲಾಗುನ್ ತೆನಿ ಕಸ್ಲೊಬಿ ವಾದ್ ಧರುನ್ ಘೆವ್ನ್ ರ್‍ಹಾವ್ಚೆ ನ್ಹಯ್ ಮನುನ್ ದೆವಾಚ್ಯಾ ನಾವಾನ್ ತೆಂಕಾ ಬುದ್ ಸಾಂಗ್, ಅಸ್ಲ್ಯಾ ಬುರ್ಶ್ಯಾ ಗೊಸ್ಟಿಯಾ ಆಯಿಕ್ತಲ್ಯಾಂಚ್ಯಾ ಫಾಯ್ದಾಕ್ ಪಡ್ತಲೆ ಸೊಡುನ್ ತೆಂಚ್ಯಾ ನಾಸಾಕ್ ಕಾರನ್ ಹೊತ್ಯಾತ್.