2 Timothy 2:15 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସୁଗ୍ରାହ୍ଯ ବ୍ଯକ୍ତି ହବୋ ଲାଗି ଯଥାସାଧ୍ଯ ଚେଷ୍ଟା କର। ନିଜକୁ ତାହାଙ୍କଠା ରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସବେକ ହୁଅ ୟିଏ ସତ୍ ଶିକ୍ଷା ଠିକ୍ ଭାବରେ କାମ ରେ ଲଗାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଲଜ୍ଜାବୋଧ ନ କରି ଯଥାଶକ୍ତି ନିର୍ଭୁଲ ଭାବରେ ଈଶ୍ୱରଙ୍କ ସତ୍ୟବାର୍ତ୍ତା ପରିବେଷଣ କର; ତାହାହେଲେ, ଜଣେ ବିଶ୍ୱସ୍ତ କର୍ମୀ ରୂପେ ତୁମେ ଈଶ୍ୱରଙ୍କ ପୂର୍ଣ୍ଣ ସମର୍ଥନ ଲାଭ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀ ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ದೆವಾಚ್ಯಾ ನದ್ರೆತ್ ಯೊಗ್ಯ್ ಮನುನ್ ದಾಕ್ವುನ್‍ ದಿ ಸರ್ಕೆ ಚಲುಕ್ ಖಟ್ಪಟ್ ಕರ್. ಅಪ್ನಾಚೆ ಕಾಮ್ ಕರುಕ್ ಲಜಿನಸಲ್ಲ್ಯಾ ಕಾಮ್ಗಾರ್‍ಯಾ ಸರ್ಕೊ ತಿಯಾ ಹೊ ಅನಿ ಖರ್ಯಪಾನಾಚಿ ಖಬರ್ ಸಗ್ಳ್ಯಾಕ್ನಿ ಸಾಂಗ್ತಲ್ಯಾತ್ ಫಾಟಿ ಫಿಡೆ ಬಗುನಕೊ.