2 Timothy 2:16 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂର ରେ ରୁହ। ସଭେଳି କଥା ପରମେଶ୍ବରଙ୍କଠାରୁ ଅଧିକରୁ ଅଧିକ ଦୂ ରଇେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅସାର ବକୁଆପଣରୁ ପୃଥକ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ଆସି ନ ଥିବା ନିରର୍ଥକ କଥାଗୁଡ଼ିକ କହୁଥିବା ଲୋକଙ୍କଠାରୁ ଦୂରରେ ରୁହ। ସେଭଳି କଥା ପରମେଶ୍ୱରଙ୍କଠାରୁ ଅଧିକରୁ ଅଧିକ ଦୂରେଇ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬುರ್ಶ್ಯಾ ಪಿಶೆಪಾನಾಚ್ಯಾ ಗೊಸ್ಟಿಯಾನಿಕ್ನಾ ಧುರ್ ರ್‍ಹಾ. ತಸ್ಲ್ಯಾ ಬೊಲ್ನ್ಯಾತ್ನಿ, ಅನಿ ವಿಶಯಾತ್ನಿ ಮಿಳಲ್ಲ್ಯಾಂಚ್ಯಾ ಭುತ್ತುರ್ ದೆವಾಚೆ ಭಿಂಯೆ ಪುರಾ ನಾಸ್ ಹೊವ್ನ್ ಜಾತಾ.