2 Timothy 2:21 — Compare Translations
7 translations compared side by side
Odia - 1840
"ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା ହେଲେ ସେ ମୂଲ୍ଯବାନ କାମ ପାଇଁ ବିଶଷେ ଉପଯୋଗୀ ହବେ। ସେ ଲୋକ ପବିତ୍ର ହବେ। ମୁନିବ ତାହାକୁ ବ୍ଯବହାର କରିପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ସବୁ ପାପ ମନ୍ଦରୁ ନିଜକୁ ଶୁଚି ରଖେ, ସେ ପ୍ରଭୁଙ୍କ ବିଶେଷ କାର୍ଯ୍ୟରେ ବ୍ୟବହୃତ ହେବ, କାରଣ ସେ ପ୍ରଭୁଙ୍କଠାରେ ଅନୁରକ୍ତ, ତାଙ୍କ ପାଇଁ ସେ ଆବଶ୍ୟକ। ଯେ କୌଣସି ମହତ୍ କାର୍ଯ୍ୟରେ ବିନିଯୁକ୍ତ ହେବା ପାଇଁ ସେ ପ୍ରସ୍ତୁତ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା’ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಜೊ ಕೊನ್ ಅಪ್ನಾಚಿ ಬುರ್ಶಿ ಕಾಮಾ ಸೊಡುನ್ ಅಪ್ನಾಕುಚ್ ಪವಿತ್ರ್ ಕರ್ತಾ, ತೊ ಬರ್ಯಾ ವಿಶೆಸ್ ಕಾಮಾತ್ನಿ ಉಪಯೊಗಾಕ್ ಪಡ್ತಲೆ ಆಯ್ದಾನ್ ಹೊತಾ. ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಧನಿಯಾಕ್ ಒಪ್ಸುನ್ ದಿಲ್ಲೊ ಹೊತಾ. ಹರಿಎಕ್ ಮೊಟ್ಯಾ ಮೊಟ್ಯಾ ಬರ್ಯಾ ಕಾಮಾಕ್ನಿ ಉಪಯೊಗಾಕ್ನಿ ಪಡ್ತಲೆ ಆಯ್ದಾನ್ ತೊ ಹೊತಾ.