2 Timothy 2:22 — Compare Translations

7 translations compared side by side

Odia - 1840
"ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ନିର୍ମଳ ହୃଦୟରେ ଈଶ୍ୱରଙ୍କ ସାହାଯ୍ୟ ପ୍ରାର୍ଥନା କରୁଥାନ୍ତି, ସେମାନଙ୍କ ସଂସ୍ପର୍ଶରେ ରହି ତୁମେ ଯୌବନର ଉତ୍ତେଜନାଗୁଡ଼ିକୁ ଆୟତ୍ତ କର - ପୁଣି ଧାର୍ମିକତା, ବିଶ୍ୱସ୍ତତା, ପ୍ରେମ ଓ ଶାନ୍ତି ପ୍ରତିଷ୍ଠା ପାଇଁ କାର୍ଯ୍ୟ କର।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକମାନେ ଯେଉଁସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସେଗୁଡ଼ିକରୁ ଦୂରରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ୱାସ, ପ୍ରେମ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ୱାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସେମାନଙ୍କ ସହିତ ମିଶି ଉକ୍ତ ଆଚରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ದಾಂಡ್ಗ್ಯಾಪಾನಾತ್ ತುಕಾ ಯೆತಲ್ಯಾ ಆಶಾನಿತ್ನಾ ತಿಯಾ ಧುರ್ ಕರ್ ಅನಿ ಪವಿತ್ರ್ ಮನಾನ್ ಧನಿಯಾಕ್ ಬಲ್ವುತಲ್ಯಾಂಚ್ಯಾ ವಾಂಗ್ಡಾ ನಿತಿನ್ ಚಲುಸಾಟ್ನಿ, ವಿಶ್ವಾಸಾನ್, ಪ್ರೆಮಾನ್ ಅನಿ ಸಮಾದಾನಾಸಾಟ್ನಿ ಖಟ್ಪಟ್ ಕರ್ ಅನಿ ಧನಿಯಾಚಿ ಮಜತ್ ಮಾಗ್.