2 Timothy 2:23 — Compare Translations

7 translations compared side by side

Odia - 1840
"ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂର ରେ ରୁହ। ତୁମ୍ଭେ ଜାଣ ଯେ ସହେି ୟୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ବୋଧ ଓ ବିତଣ୍ତା ବାଦାନୁବାଦ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଥରେ କହି ରଖୁଛି, ଅବାନ୍ତର ଓ ନିର୍ବୋଧ ଯୁକ୍ତିତର୍କରୁ ଦୂରରେ ରୁହ। ତୁମେ ଜାଣ, ଏ ସବୁର ପରିଣତି କେବଳ କଳହ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂରରେ ରୁହ। ତୁମ୍ଭେ ଜାଣ ଯେ ସେହି ଯୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନୀ ଓ ମୁର୍ଖ ମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହି ସବୁ ଅଗ୍ରାହ୍ୟ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಿಶೆಪಾನಾಚ್ಯಾ ಅನಿ ಅರ್ಥ್ ನಸಲ್ಲ್ಯಾ ಗೊಸ್ಟಿಯಾನಿತ್ನಾ ಚುಕ್ವುನ್ ಘೆವ್ನ್ ರ್‍ಹಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತ್ಯಾ ಗೊಸ್ಟಿಯಾ ಫಕತ್ ಝಗ್ಡ್ಯಾಂಚ್ಯಾ ವಾಂಗ್ಡಾಚ್ ಮುಗಸ್ತ್ಯಾತ್ ಮನುನ್ ತುಕಾ ಗೊತ್ತ್ ಹಾಯ್.