2 Timothy 2:24 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ ଦାସ ବିରୋଧ କରିବା ଉଚିତ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷାଦାନରେ ନିପୁ ପ୍ର.ତୀମ. ୩:୩; ତୀତ. ୧:୭
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ କର୍ମୀ କଳହ କରିବା ଅନୁଚିତ। ସେ ସମସ୍ତଙ୍କ ପ୍ରତି ସହାନୁଭୂତିଶୀଳ ହୋଇ ଜଣେ ନିପୁଣ ଧୈର୍ଯ୍ୟଶୀଳ ଶିକ୍ଷକ ହେବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ସେବକ ଯୁକ୍ତି କରିବା ଉଚିତ୍ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହେବା ଉଚିତ୍। ସେ ଜଣେ ଭଲ ଶିକ୍ଷକ ହେବା ଉଚିତ୍। ସେ ସହନଶୀଳ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ;
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚೊ ಸೆವಕ್ ಹೊಲ್ಲೊ ತಿಯಾ ಝಗ್ಡೆ ಕರುಚೆ ನ್ಹಯ್, ತಿಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಸೊಸುನ್ ಘೆವ್ನ್ ಚಲುಚೆ, ಎಕ್ ಬರೊ ಅನಿ ಶಾಂತ್ಮನಾಚೊ ಗುರು ಹೊವ್ಚೆ,