2 Timothy 2:25 — Compare Translations

7 translations compared side by side

Odia - 1840
"ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସହିଷ୍ଣୁ ହେବା ଏବଂ ବିରୋଧୀମାନଙ୍କୁ ମୃଦୁ ଭାବରେ ଶାସନ କରିବା ଉଚିତ; ତାହାହେଲେ କେଜାଣି ଈଶ୍ଵର ସେମାନଙ୍କୁ ସତ୍ୟ ସମ୍ଵନ୍ଧରେ ଜ୍ଞାନପ୍ରାପ୍ତ ହେବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ବିରୋଧ କରୁଥିବା ଲୋକମାନଙ୍କର ଦୋଷତ୍ରୁଟି ସେ ମୃଦୁ ଭାବରେ ଦର୍ଶାଇ ଦେଉଥିବେ, କାରଣ ଅନୁତାପ କରି ସତ୍ୟ ଉପଲବ୍ଧି କରିବାକୁ ହୁଏତ ଦିନେ ଈଶ୍ୱର ସେମାନଙ୍କୁ ଅବକାଶ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ କେଜାଣି ଈଶ୍ବର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନ-ପରିବର୍ତ୍ତନରୂପ ବର ଦେବେ,
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ತುಜ್ಯಾ ವಿರೊದ್ಯಾಕ್ನಿ ಬುದ್‍ಬಾಳ್ ಸಾಂಗ್ತಾನಾ ಥಂಡ್‍ಪಾನಾನ್ ಅನಿ ಸಂಬಾಳುನ್ ಘೆವ್ನ್ ವ್ಹಾಕ್ಡೆ ಗೆಲ್ಲ್ಯಾಕ್ನಿ ಬರ್‍ಯಾ ವಾಟೆಕ್ ಹಾನ್ತಲೊ ಹೊವ್ಚೆ. ಹೆಚ್ಯಾ ವೈನಾ ದೆವಾನ್ ತೆಂಕಾ ತೆಂಚಿ ಪಾಪಾ ವಳ್ಕುನ್ ಘೆವ್ನ್ ಮನಾ ಬದ್ಲುನ್ ಬರ್‍ಯಾ ವಾಟೆಕ್ ಯೆಯ್ ಸರ್ಕೆ ಕರ್ಲ್ಯಾರ್ಬಿ ಕರ್‍ಲ್ಯಾನ್.