2 Timothy 2:4 — Compare Translations

7 translations compared side by side

Odia - 1840
"ଜଣେ ସୈନିକ ତାର ନାୟକକୁ ଖୁସି କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣା ରେ ସେ ନିଜର ସମୟ ଅତିବାହିତ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସୈନିକ ତା’ର ନାୟକକୁ ଖୁସୀ କରିବାକୁ ଚେଷ୍ଟା କରେ। ଅତଏବ ଦୈନିକ ଜୀବନର ଘଟଣାରେ ସେ ନିଜର ସମୟ ଅତିବାହିତ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ।
Odia IRV 2017 (ଓଡିଆ ବାଇବେଲ)
କୌଣସି ଲୋକ ସୖେନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୖେନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾಂಚ್ಯಾ ತಾಂಡ್ಯಾತ್ ಭರ್‍ತಿ ಹೊಲ್ಲೊ ಸೈನಿಕ್ ಹ್ಯಾ ಜಗಾಚ್ಯಾ ರಾಟಾವಳಿತ್ನಿ ಗುಸ್ಮಟಿನಾ, ಅಪ್ನಾಕ್ ಸೈನಿಕಾತ್ನಿ ಭರ್‍ತಿ ಕರುನ್ ಘೆಟಲ್ಲ್ಯಾ ಅದಿಕಾರ್‍ಯಾಕ್ ಖುಶಿ ಕರುಚಿ ಮಂತಲಿ ತೆಚಿ ಆಶಾ ರ್‍ಹಾತಾ.