2 Timothy 2:5 — Compare Translations
7 translations compared side by side
Odia - 1840
"ଜଣେ ଖଳୋଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମପାଳନ କରିବା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୌଡ଼ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିବା ଖେଳୁଆଡ଼ ପ୍ରତିଯୋଗିତାର ନିୟମାବଳୀ ପାଳନ ନ କଲେ, ସେଥିରେ ସେ କୃତକାର୍ଯ୍ୟ ହୋଇ ପୁରସ୍କାର ଲାଭ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଖେଳାଳୀ ପୁରସ୍କାର ଜିଣିବା ପାଇଁ ଦୌଡ଼ର ସମସ୍ତ ନିୟମ ପାଳନ କରିବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಪಳಾತಲ್ಯಾ ಖೆಳಾತ್ ಬಾಗ್ ಘೆಟಲ್ಲೊ ಖೆಳ್ಗಾಡಿ ನಿರ್ದಾರ್ ಕರಲ್ಲ್ಯಾ ನಿಯಮಾ ಸರ್ಕೆ ಖೆಳುಕ್ ಪಾಜೆ ಅನಿ ಮುಕುಟ್ ಜಿಕುನ್ ಘೆವ್ಚೆ ಹೊಲ್ಯಾರ್, ಖೆಳಾಚ್ಯಾ ನೆಮಾಕ್ ಪಾಳುಕುಚ್ ಪಾಜೆ.