2 Timothy 2:7 — Compare Translations

7 translations compared side by side

Odia - 1840
"ମୁଁ ଯେଉଁ କଥା କହୁଛି, ତାହା ବିଷୟ ରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯାହା କହୁଅଛି, ତାହା ବିବେଚନା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯାହା କହୁଛି, ମନ ଦେଇ ଚିନ୍ତା କର; ତା’ହେଲେ ଏ ସବୁ ବିଷୟର ତାତ୍ପର୍ଯ୍ୟ ବୁଝିବାକୁ ପ୍ରଭୁ ତୁମକୁ ଶକ୍ତି ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ କଥା କହୁଛି, ତାହା ବିଷୟରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸಾಂಗ್ತಾ ತ್ಯಾ ಬರ್‍ಯಾ ಗೊಸ್ಟಿಯಾ ಬರೆ ಕರುನ್ ಅರ್ಥ್ ಕರುನ್ ಘೆ, ಹೆ ಕಳ್ವುನ್ ಘೆವ್ಕ್ ಅಮ್ಚೊ ಧನಿಚ್ ತುಕಾ ಆದಾರ್ ದಿಂವ್ದಿತ್.