2 Timothy 2:8 — Compare Translations
7 translations compared side by side
Odia - 1840
"ଯୀଶୁଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ298 ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ଯୁପରେ ପୁନଃ ଜୀବିତ ହାଇେଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦ୍ଵାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁଯାୟୀ ଯେଉଁ ମୃତ୍ୟୁଞ୍ଜୟୀ ଯୀଶୁ ଖ୍ରୀଷ୍ଟ ଦାଉଦ ରାଜାଙ୍କ ବଂଶଧର, ତାଙ୍କୁ ସ୍ମରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କୁ ମନେ ପକାଅ। ସେ ଦାଉଦ ଙ୍କ ପରିବାରର ଅଟନ୍ତି। ଯୀଶୁ ମୃତ୍ୟୁପରେ ପୁନଃ ଜୀବିତ ହୋଇଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮರಲ್ಲ್ಯಾನಿತ್ನಾ ಝಿತ್ತೊ ಹೊಲ್ಲೊ ಜೆಜು ಕ್ರಿಸ್ತ್ ದಾವಿದಾಚ್ಯಾ ಘರಾನ್ಯಾಚೊ ಮನುನ್ ಯಾದ್ ಕರ್, ಹಿಚ್ ಮಿಯಾ ಸಾಂಗುಕ್ ಲಾಗಲ್ಲಿ ಬರಿ ಖಬರ್.