2 Timothy 2:9 — Compare Translations

7 translations compared side by side

Odia - 1840
"ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ସୁସମାଚାର ପ୍ରଚାର କରିବାରୁ ମୁଁ ଅପରାଧୀ ପରି ଶୃଙ୍ଖଳବଦ୍ଧ ହୋଇ କଷ୍ଟ ଭୋଗ କରୁଛି। କିନ୍ତୁ ଈଶ୍ୱରଙ୍କ ବାଣୀକୁ କେହି ଶୃଙ୍ଖଳବଦ୍ଧ କରିପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସୁସମାଗ୍ଭର ମୁଁ ଲୋକଙ୍କୁ ଶୁଣାଏ। ସେହି ସୁସମାଗ୍ଭର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳିରେ ବନ୍ଧା ମଧ୍ୟ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ୱରଙ୍କ ବାକ୍ୟ ଆବଦ୍ଧ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯಾ ಬರ್‍ಯಾ ಖಬರೆಸಾಟ್ನಿ ಮಾಕಾ ಎಕ್ ಚುಕಿದಾರಾ ಸಾರ್ಕೆ ಕಸ್ಟ್ ಸೊಸುಕ್ ಗಾವ್ತಾ ಬಂಧಿಖಾನ್ಯಾತ್ ಸೈತ್ ರ್‍ಹಾತಲೆ ಪಡ್ತಾ. ಖರೆ ದೆವಾಚ್ಯಾ ಗೊಸ್ಟಿ‍ಯಾಕ್ನಿ ಬಾಂದುಕ್ ಹೊಯ್ನಾ.