2 Timothy 3:1 — Compare Translations
7 translations compared side by side
Odia - 1840
"ଏହା ମନରେଖ ଯେ ଶଷେ ଦିନଗୁଡ଼ିକରେ ଅନକେ କଷ୍ଟକର ପରିସ୍ଥିତି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ଅନ୍ତିମ କାଳରେ ବହୁ ବିପତ୍ତି ଆସି ପହଞ୍ଚିବ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଦିନଗୁଡ଼ିକରେ ଏହା ମନେରଖ ଯେ ଶେଷ ଦିନଗୁଡ଼ିକରେ ଅନେକ କଷ୍ଟକର ପରିସ୍ଥିତି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಕಾ ಯಾದ್ ರ್ಹಾಂವ್ದಿತ್, ಆಕ್ರಿಚ್ಯಾ ದಿಸಾತ್ನಿ ಲೈ ತರಾಸ್ ಹಾಯ್.