2 Timothy 3:10 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ସମସ୍ତେ ମାେତେ ଜାଣିଛ। ଏହା ମଧ୍ଯ ଜାଣିଛ ଯେ ମୁଁ କ'ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁ ହେ। ମାେ ଜୀବନର ଉଦ୍ଦେଶ୍ଯ ବିଷୟ ରେ ମଧ୍ଯ ତୁମ୍ଭେ ଜାଣିଛ। ତୁମ୍ଭେ ମାରେ ବିଶ୍ବାସ, ର୍ଧୈୟ୍ଯ, ପ୍ ରମେ ବିଷୟ ରେ ଜାଣିଛ ଓ ଏହା ମଧ୍ଯ ଜାଣିଛ ଯେ ମୁଁ କବେେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାରବ୍ୟବହାର, ସଂକଳ୍ପ, ବିଶ୍ଵାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋର ଶିକ୍ଷା, ମୋର ଆଚରଣ ଓ ମୋ’ ଜୀବନର ଲକ୍ଷ୍ୟ ଅନୁସରଣ କରିଛ। ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ, ସହନଶୀଳତା, ମୋର ନିର୍ଯ୍ୟାତନା ଓ ଦୁଃଖଭୋଗ ତୁମେ ନିରୀକ୍ଷଣ କରିଛ। ତୁମେ ଜାଣିଛ, କିପରି ଆଣ୍ଟିୟୋଖ, ଇକନିୟ ଓ ଲୁସ୍ତ୍ରାରେ ମୁଁ ଭୀଷଣ ନିର୍ଯ୍ୟାତନା ସହ୍ୟ କରିଥିଲି। କିନ୍ତୁ କିପରି ସେ ସବୁରୁ ପ୍ରଭୁ ମୋତେ ଉଦ୍ଧାର କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଶିକ୍ଷା କିନ୍ତୁ ତୁମ୍ଭେ ସମସ୍ତେ ମୋତେ ଜାଣିଛ। ଏହା ମଧ୍ୟ ଜାଣିଛ ଯେ ମୁଁ କ’ଣ ଶିକ୍ଷା (ଉପଦେଶ) ଦିଏ ଓ କିପରି ରୁହେ। ମୋ’ ଜୀବନର ଉଦ୍ଦେଶ୍ୟ ବିଷୟରେ ମଧ୍ୟ ତୁମ୍ଭେ ଜାଣିଛ। ତୁମ୍ଭେ ମୋର ବିଶ୍ୱାସ, ଧୈର୍ଯ୍ୟ, ପ୍ରେମ ବିଷୟରେ ଜାଣିଛ ଓ ଏହା ମଧ୍ୟ ଜାଣିଛ ଯେ ମୁଁ କେବେ ହେଲେ ଚେଷ୍ଟା କରିବାରୁ ବିରତ ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର-ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୈର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ ಮಾಜ್ಯಾ ಶಿಕಾಪಾ ಸರ್ಕೆ ಚಲ್ಲೆ, ಮಾಜೆ ಶಿಕಾಪ್, ಮಾಜೊ ಜಿವನ್, ಮಾಜೊ ಜಿವನಾಚೊ ಉದ್ದೆಸ್; ಮಾಜೊ ವಿಶ್ವಾಸ್ ತಿಯಾ ಬಗಟ್ಲೆ, ಮಿಯಾ ಸಂಬಾಳುನ್ ಘೆವ್ನ್ ಜಾತಲೆ, ಮಾಜೊ ಪ್ರೆಮ್, ಮಾಜೊ ಧೈರ್, ಮಾಜೊ ತರಾಸ್ ಸೊಸುನ್ ಘೆವ್ನ್ ಜಾತಲೆ,