2 Timothy 3:11 — Compare Translations

6 translations compared side by side

Odia - 1840
"ତୁମ୍ଭମାନେେ ମାେ ପ୍ରତି ନିର୍ୟ୍ଯାତନାଗୁଡ଼ିକ ଓ ମାରଦେୁଃଖଗୁଡ଼ିକ ବିଷୟ ରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରା ରେ ମାେ ପ୍ରତି ଯାହା ସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସହେି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ୟ୍ଯାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସହେିସବୁ କଷ୍ଟରୁ ପରମେଶ୍ବର ମାେତେ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋʼ ପ୍ରତି ସେପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋ’ ପ୍ରତି ନିର୍ଯ୍ୟାତନାଗୁଡ଼ିକ ଓ ମୋର ଦୁଃଖଗୁଡ଼ିକ ବିଷୟରେ ଜାଣିଛ। ଆନ୍ତିୟଖିଆ, ଇକନିୟ ଓ ଲୁସ୍ତ୍ରାରେ ମୋ’ ପ୍ରତି ଯାହାସବୁ ଘଟିଲା, ତୁମ୍ଭେ ତାହା ଜାଣିଛ। ସେହି ସ୍ଥାନଗୁଡ଼ିକରେ ମୁଁ କିପରି ନିର୍ଯ୍ୟାତନା ଭୋଗ କଲି, ତାହା ତୁମ୍ଭେ ଜାଣିଛ। କିନ୍ତୁ ସେହିସବୁ କଷ୍ଟରୁ ପରମେଶ୍ୱର ମୋତେ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜೆ ವರ್‍ತಿ ಯೆಲ್ಲಿ ಸಂಕಟಾ, ಅನಿ ಕಸ್ಟಾ ತುಕಾ ಗೊತ್ತ್ ಹಾತ್. ಅಂತಿಯೊಕಾತ್, ಇಕೊನಿಯಾತ್, ಅನಿ ಲಿಸ್ತ್ರಾತ್ ಮಾಕಾ ಕಸ್ಲೊ ಕಸ್ಟ್ ಸೊಸ್ತಲೊ ಪಡ್ಲೊ ಕಾಯ್-ಕಾಯ್ ಹೊಲೆ ಮನ್ತಲೆ ಸಗ್ಳೆ ತುಕಾ ಗೊತ್ತ್ ಹಾಯ್. ಖರೆ ಧನಿಯಾನ್ ತ್ಯಾ ಸಗ್ಳ್ಯಾ ತರಾಸಾನಿತ್ನಾ ಮಾಕಾ ರಾಕ್ಲ್ಯಾನ್.