2 Timothy 3:12 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସପୂର୍ବକ ଜୀବନ ଅତିବାହିତ କରିବାକୁ ଚାହୁଁଥିବା ପ୍ରେତ୍ୟକକ ଲୋକ ନିର୍ୟ୍ଯାତିତ ହବେେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସମସ୍ତେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରପରାୟଣ ଜୀବନ ଯାପନ କରିବାକୁ ଇଚ୍ଛା କରିବେ, ସେମାନଙ୍କୁ ନିର୍ଯ୍ୟାତନାର ସମ୍ମୁଖୀନ ହେବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସପୂର୍ବକ ଜୀବନ ଅତିବାହିତ କରିବାକୁ ଗ୍ଭହୁଁଥିବା ପ୍ରତ୍ୟେକ ଲୋକ ନିର୍ଯ୍ୟାତିତ ହେବେ। ମନ୍ଦ ଲୋକେ ଓ ଅନ୍ୟମାନଙ୍କୁ ଠକୁଥିବା ଲୋକେ ମନ୍ଦରୁ ମନ୍ଦ ହୋଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ಜೆ ಕೊನ್ ದೆವಸ್ಪಾನಾಚೆ ಜಿವನ್ ಕರ್‍ತಾ ತೆಂಕಾ ಸಗ್ಳ್ಯಾಕ್ನಿ ತರಾಸ್ ರ್‍ಹಾತಾಚ್;