2 Timothy 3:13 — Compare Translations

7 translations compared side by side

Odia - 1840
"ସମାନେେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଦୁଷ୍ଟ ଲୋକେ ଓ ପ୍ରବଞ୍ଚକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଦୁରାଚାରୀ ଓ ପ୍ରବଞ୍ଚକମାନଙ୍କ ଗତି ସର୍ବନାଶ ଆଡ଼କୁ - ସେମାନେ ଅନ୍ୟମାନଙ୍କୁ ଠକାଇ ଶେଷରେ ନିଜେ ଠକି ହୋଇଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅନ୍ୟମାନଙ୍କୁ ଭ୍ରାନ୍ତ କରାଇବେ ଓ ନିଜେ ଭ୍ରାନ୍ତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ವಾಯ್ಟ್ ಲೊಕಾ, ಅನಿ ಝುಟಿ ಶಿಕಾಪಾ ಶಿಕ್ವುತಲಿ ಲೊಕಾ ಲೊಕಾಕ್ನಿ ಮೊಸ್ ಕರುನ್ಗೆತ್ ಅಪ್ನಿಚ್ ಮೊಟ್ಯಾ ಮೊಸಾತ್ ಪಡ್ತ್ಯಾತ್ ಅನಿ ಅಪ್ನಾಕುಚ್ ಅನಿಉಲ್ಲಿ ಬುರ್ಶಿ ಲೊಕಾ ಕರುನ್ ಘೆತ್ಯಾತ್.