2 Timothy 3:14 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସଗେୁଡ଼ିକୁ ପାଳନ କରି ଚାଲ। ତୁମ୍ଭେ ଜାଣ ଯେ ସହେି ଶିକ୍ଷାଗୁଡ଼ିକ ସତ୍ଯ। ଯେଉଁମାନେ ସହେି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ବାସ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ସବୁ ସତ୍ୟ ଶିକ୍ଷା କରି ଦୃଢ଼ ଭାବରେ ବିଶ୍ୱାସ କରୁଛ, ସେ ସବୁରେ ତୁମେ ଅଟଳ ରୁହ। ତୁମର ଶିକ୍ଷକମାନେ କିଏ, ତୁମେ ଜାଣିଛ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ ತುಕಾ ಶಿಕ್ವಲ್ಲ್ಯಾ ಅನಿ ತಿಯಾ ಖಡ್ತರಪಾನಾನ್ ಚಲ್ತಲ್ಯಾ ಖರೆಪಾನಾಚ್ಯಾ ವಾಟೆನ್ ಚಲುನ್ಗೆತ್ ರ್ಹಾ. ಹೆ ಸಗ್ಳೆ ವಿಶಯಾ ತುಕಾ ಕೊನಾಕ್ನಾ ಶಿಕ್ಲೆ ಮನುನ್ ತುಕಾ ಗೊತ್ತ್ ಹಾಯ್.