2 Timothy 3:15 — Compare Translations

7 translations compared side by side

Odia - 1840
"ପିଲାବଳେୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସହେି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରିପାରିବ ଓ ସହେି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ବାସ ମାଧ୍ଯମ ରେ ମୁକ୍ତି ଆଡ଼କୁ ଆଗଇନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ସ୍ଥାପନ କରି ପରିତ୍ରାଣ ଲାଭ କରିବା ଜ୍ଞାନ ଯେଉଁ ପବିତ୍ର ଧର୍ମଶାସ୍ତ୍ରରେ ସନ୍ନିବେଶିତ, ତୁମେ ବାଲ୍ୟକାଳରୁ ସେ ସବୁ ଶାସ୍ତ୍ର ପଢ଼ି ବୁଝିଛ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାବେଳୁ ତୁମ୍ଭେ ପବିତ୍ର ଶାସ୍ତ୍ରଗୁଡ଼ିକୁ ଜାଣିଛ। ସେହି ଶାସ୍ତ୍ରଗୁଡ଼ିକ ତୁମ୍ଭକୁ ଜ୍ଞାନୀ କରି ପାରିବ ଓ ସେହି ଜ୍ଞାନ ଖ୍ରୀଷ୍ଟ ଯୀଶୁଙ୍କ ପ୍ରତି ବିଶ୍ୱାସ ମାଧ୍ୟମରେ ମୁକ୍ତି ଆଡ଼କୁ ଆଗେଇନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಬಾರಿಕ್ ಹೊತ್ತ್ಯಾ ತನ್ನಾಚ್ಯಾನುಚ್ ತುಕಾ ಪವಿತ್ರ್ ಪುಸ್ತಕಾಚೆ ಜ್ಞಾನ್ ಶಿಕ್ವುನ್ ಹೊಲ್ಲೆ ಹಾಯ್, ತೆ ಜ್ಞಾನ್ ದಿತಾ ಅನಿ ತುಕಾ ಜೆಜು ಕ್ರಿಸ್ತಾಚ್ಯಾ ವರ್‍ತಿ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವೈನಾ ಗಾವ್ತಲ್ಯಾ ಸುಟ್ಕೆಚ್ಯಾ ವಾಟೆನ್ ಚಾಲ್ವುನ್ ನ್ಹೆತಾ.