2 Timothy 3:16 — Compare Translations

7 translations compared side by side

Odia - 1840
"ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ଶାସ୍ତ୍ର ଈଶ୍ଵର ନିଶ୍ଵସିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ଵନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ର ଈଶ୍ୱରଙ୍କ ଦିବ୍ୟ ପ୍ରେରଣାରେ ପ୍ରଣୀତ- ସତ୍ୟର ଅବତାରଣା ଓ ମିଥ୍ୟାର ପ୍ରତିରୋଧ କରି ଓ ଭ୍ରମ ସଂଶୋଧନ କରିବା ପାଇଁ ପରାମର୍ଶ ଦେଇ, ସତ୍ଜୀବନ ଯାପନ କରିବାକୁ ଧର୍ମଶାସ୍ତ୍ର ସାହାଯ୍ୟ କରେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଶାସ୍ତ୍ର ଈଶ୍ବର ନିଶ୍ଵସିତ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ଶାସ୍ତ୍ର ଈଶ୍ୱରଙ୍କ ପ୍ରେରଣାରେ ଲିଖିତ ଏବଂ ଶିକ୍ଷା, ଅନୁଯୋଗ, ସଂଶୋଧନ ଓ ଧାର୍ମିକତା ସମ୍ବନ୍ଧୀୟ ଶାସନ ନିମନ୍ତେ ଉପକାରୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳಿ ಪವಿತ್ರ್ ಪುಸ್ತಕಾತ್ಲಿ ಶಿಕಾಪಾ ದೆವಾನ್ ಪ್ರೆರನ್ ಕರಲ್ಲ್ಯಾ ವೈನಾ ಘಡಲ್ಲಿ ಹಾತ್, ಅಶೆ ತಿ ಶಿಕಾಪಾ ಖರೆಪಾನ್ ಕಾಯ್ ಹಾಯ್ ತೆ ಶಿಕ್ವುಕ್, ಚುಕ್ ಕರಲ್ಲ್ಯಾ ತನ್ನಾ ಜೊರ್ ಕರುಕ್, ಅನಿ ಚುಕ್ ಅಸಲ್ಲೆ ಸಮಾ ಕರುಕ್, ಅನಿ ಬರೆ ಜಿವನ್ ಕರ್‍ತಲೆ ಶಿಕ್ವುಕ್ ಉಪ್‍ಯೊಗಾಕ್ ಪಡ್ತ್ಯಾತ್.