2 Timothy 3:17 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସବେକ, ଶାସ୍ତ୍ରଗୁଡ଼ିକର ବ୍ଯବହାର ଦ୍ବାରା ସମସ୍ତ ଉତ୍ତମ କାର୍ୟ୍ଯ କରିବା ନିମନ୍ତେ ସକ୍ଷମ ହବେ ଓ ତା'ର ପ୍ରେତ୍ୟକକ ଆବଶ୍ଯକ ବିଷୟ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଈଶ୍ଵରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଧର୍ମଶାସ୍ତ୍ର ସାହାଯ୍ୟରେ ଈଶ୍ୱରଙ୍କ ସେବକ ସବୁ ପ୍ରକାର ସତ୍କାର୍ଯ୍ୟ କରିବା ପାଇଁ ଆବଶ୍ୟକୀୟ ଶକ୍ତି ଓ ଯୋଗ୍ୟତା ଲାଭ କରିପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସେବକ, ଶାସ୍ତ୍ରଗୁଡ଼ିକର ବ୍ୟବହାର ଦ୍ୱାରା ସମସ୍ତ ଉତ୍ତମ କାର୍ଯ୍ୟ କରିବା ନିମନ୍ତେ ସକ୍ଷମ ହେବ ଓ ତା’ର ପ୍ରତ୍ୟେକ ଆବଶ୍ୟକ ବିଷୟ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଈଶ୍ବରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ದೆವಾಚಿ ಸೆವಾ ಕರ್‍ತಲೊ ಮಾನುಸ್ ಸಗ್ಳ್ಯಾ ರಿತಿನ್ ಶಿಕಲ್ಲೊ ಅನಿ ಸಗ್ಳ್ಯಾ ರಿತಿಚಿ ಬರಿ ಕಾಮಾ ಕರ್‍ತಲ್ಯಾ ವಿಶಯಾತ್ ಗೊತ್ತ್ ಅಸಲ್ಲೊ ಹೊವ್ನ್ ರ್‍ಹಾತಾ.