2 Timothy 3:2 — Compare Translations

7 translations compared side by side

Odia - 1840
"ସହେି ସମୟରେ ଲୋକେ କବଳେ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସମାନେେ ଅହଂକାରୀ ଓ ଉଦ୍ଧତ ହବେେ। ଅନ୍ୟ ଲୋକଙ୍କ ବିରୁଦ୍ଧ ରେ ନିନ୍ଦାକଥା କହିବେ। ମାତାପିତାଙ୍କୁ ମାନିବେ ନାହିଁ। ସମାନେେ ବିଶ୍ବାସଘାତକ ହବେେ। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଜୀବନଯାପନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ସ୍ୱାର୍ଥପର, ଲୋଭୀ, ଆତ୍ମଶ୍ଲାଘାକାରୀ ଓ ଆତ୍ମାଭିମାନୀ ହେବେ; ସେମାନେ ପିତାମାତାଙ୍କର ଅବାଧ୍ୟ ହୋଇ ସେମାନଙ୍କୁ ଅପମାନ ଦେବେ; ସେମାନଙ୍କ ମନରୁ କୃତଜ୍ଞତା ଓ ଧର୍ମଭାବ ଲୋପ ପାଇବ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଲୋକେ କେବଳ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସେମାନେ ଅହଂକାରୀ ଓ ଉଦ୍ଧତ ହେବେ। ଅନ୍ୟ ଲୋକଙ୍କ ବିରୁଦ୍ଧରେ ନିନ୍ଦାକଥା କହିବେ। ପିତାମାତାଙ୍କୁ ମାନିବେ ନାହିଁ। ସେମାନେ ବିଶ୍ୱାସଘାତକ ହେବେ। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ଜୀବନଯାପନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଙ୍କାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
Odia IRV 2017 (ଓଡିଆ ବାଇବେଲ)
କାରଣ ଲୋକମାନେ ଆତ୍ମପ୍ରିୟ, ଧନଲୋଭୀ, ଆତ୍ମଗର୍ବୀ, ଅହଂକାରୀ, ନିନ୍ଦକ, ପିତାମାତାଙ୍କର ଅବାଧ୍ୟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೊಕಾ ಸ್ವಾರ್ಥಿ, ಪೈಶ್ಯಾಂಚಿ ಆಶಾ ಕರ್‍ತಲಿ, ಬಡಾಯ್ ಬೊಲ್ತಲಿ, ಅನಿ ಅಪ್ನಿಚ್ ಮೊಟೊ ಮನ್ತಲೆ; ಅನಿ ದುಸ್ರ್ಯಾಂಚೆ ಬುರ್ಶೆ ಬೊಲ್ತಲಿ, ಬಾಯ್-ಬಾಬಾಕ್ ನಿಂದ್ಯಾ ಕರ್‍ತಲಿ ಅನಿ ತೆನಿ ಹುಕುಮಾಕ್ನಿ ಕಾನ್ ದಿ ನಸ್ತಾನಾ ರ್‍ಹಾತಲೆ ಅನಿ ಪವಿತ್ರ್ ಹೊವ್ನ್ ಚಲಿನಸಲ್ಲಿ, ಉಪ್ಕಾರ್ ಕರಲ್ಲೆ ಇಸರ್ತಲಿ, ದೆವಸ್ಪಾನ್‍ನಸಲ್ಲಿ,