2 Timothy 3:3 — Compare Translations
7 translations compared side by side
Odia - 1840
"ଅନ୍ୟମାନଙ୍କ ଲାଗି ପ୍ ରମେଭାବ ରଖିବେ ନାହିଁ। ସମାନେେ ଲୋକମାନଙ୍କୁ କ୍ଷମା ଦବୋ ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହିବେ। ଆତ୍ମସଂୟମୀ ହବେେ ନାହିଁ। ସମାନେେ କୋରଧୀ ଓ ହୀନମନା ହବେେ ଓ ଉତ୍ତମ ବିଷୟଗୁଡ଼ିକୁ ଘୃଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ତ, ଉତ୍ତମ ବିଷୟର ଘୃଣାକାରୀ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ହେବେ ନିର୍ଦ୍ଦୟ, ହିଂସ୍ରକ ଓ ଭୟଙ୍କର; ସମସ୍ତ ଉତ୍ତମ ବିଷୟକୁ ଘୃଣା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନଙ୍କ ଲାଗି ପ୍ରେମଭାବ ରଖିବେ ନାହିଁ। ସେମାନେ ଲୋକମାନଙ୍କୁ କ୍ଷମା ଦେବା ପାଇଁ ମନା କରିବେ ଓ ଅନ୍ୟମାନଙ୍କ ବିଷୟରେ ଖରାପ କଥା କହିବେ। ଆତ୍ମସଂଯମୀ ହେବେ ନାହିଁ। ସେମାନେ କ୍ରୋଧୀ ଓ ହୀନମନା ହେବେ ଓ ଉତ୍ତମ ବିଷୟ ଗୁଡ଼ିକୁ ଘୃଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
Odia IRV 2017 (ଓଡିଆ ବାଇବେଲ)
ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಯಾಮಾಯಾ ನಸಲ್ಲಿ, ಸಮಾದಾನ್ ನಸಲ್ಲಿ, ಚಾಡಿಯಾಳಿ, ಕಟೊರ್, ರಾಗಿಸ್ಟ್, ಬರೆ ಹೊತ್ತೆ ಧುರ್ ಕರ್ತಲಿ;