2 Timothy 3:4 — Compare Translations
7 translations compared side by side
Odia - 1840
"ଶଷେ ଦିନ ରେ ଲୋକେ ନିଜ ସାଙ୍ଗମାନଙ୍କ ବି ରୋଧ ରେ ଯିବେ। ବିଚାର ନ କରି ମୂର୍ଖତାପୂର୍ଣ୍ଣ କାର୍ୟ୍ଯମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହବେେ। ଲୋକେ ପରମେଶ୍ବରଙ୍କୁ ଯେତେ ଭଲ ପାଆନ୍ତି, ତା'ଠାରୁ ଅଧିକ ଆମାଦେ ପ୍ରମାଦେକୁ ଭଲ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ଵରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଗର୍ବରେ ସ୍ଫୀତ ହୋଇ ବିଶ୍ୱାସଘାତକ ଓ ବିଚାରଶୂନ୍ୟ ହେବେ; ସେମାନେ ଈଶ୍ୱର ଭକ୍ତିଠାରୁ ଆମୋଦ ପ୍ରମୋଦକୁ ଅଧିକ ସୁଖକର ମଣିବେ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଦିନରେ ଲୋକେ ନିଜ ସାଙ୍ଗମାନଙ୍କ ବିରୁଦ୍ଧରେ ଯିବେ। ବିଗ୍ଭର ନ କରି ମୂର୍ଖତାପୂର୍ଣ୍ଣ କାର୍ଯ୍ୟମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହେବେ। ଲୋକେ ପରମେଶ୍ୱରଙ୍କୁ ଯେତେ ଭଲ ପାଆନ୍ତି, ତା’ଠାରୁ ଅଧିକ ଆମୋଦ ପ୍ରମୋଦକୁ ଭଲ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘಾತ್ಕಿ, ದುಡಕ್ತಲಿ, ಗರುಕಿನ್ ಫುಗಲ್ಲಿ, ದೆವಾಕ್ ಸೊಡುನ್ ಅಪ್ನಾಚ್ಯಾ ಮನಾಕ್ ಯೆತಾ ತೆಚೊ ಪ್ರೆಮ್ ಕರ್ತಲಿ;