2 Timothy 3:5 — Compare Translations

7 translations compared side by side

Odia - 1840
"ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭକ୍ତିର ଭେଖ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ଵୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମର ପ୍ରକୃତ ଶକ୍ତିକୁ ଅସ୍ୱୀକାର କରି ସେମାନେ ବାହ୍ୟିକ ଧର୍ମକର୍ମକୁ ସର୍ବସ୍ୱ ମନେ କରିବେ। ଏମାନଙ୍କଠାରୁ ତୁମେ ନିଜକୁ ଦୂରେଇ ରଖ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಲೊಕಾ ದೆವಸ್ಪಾನಾಚೊ ಭಾಯ್ಲೆ ಸಗ್ಳಿ ಕಾಮಾ ಯೆವ್ಡೆಚ್ ಕರ್‍ತ್ಯಾತ್, ತೆಚೊ ಭುತ್ತುರ್‍ಲೊ ಖರೊ ಬಳ್ ಸೊಡುನ್ ದಿತಲ್ಯಾ ಅಸ್ಲ್ಯಾ ಲೊಕಾನಿಕ್ನಾ ತಿಯಾ ಧುರುಚ್ ರ್‍ಹಾ.