2 Timothy 3:6 — Compare Translations
7 translations compared side by side
Odia - 1840
"ଏମାନଙ୍କ ଭିତରୁ କେତଜେଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସହେି ସ୍ତ୍ରୀ ଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ବାରା ପରିଚାଳିତ ହେଉଥିବା ୟୋଗୁ ଏହି ସ୍ତ୍ରୀ ଲୋକମାନେ ପାପରେ ପଡ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରା; ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏଭଳି ଲୋକମାନେ କେତେକଙ୍କ ଘରକୁ ଯାଇ ଦୁର୍ବଳମନା ସ୍ତ୍ରୀ ଲୋକମାନଙ୍କ ଉପରେ ପ୍ରଭାବ ବିସ୍ତାର କରନ୍ତି - ଯେଉଁ ସ୍ତ୍ରୀ ଲୋକମାନେ ନାନାବିଧ ଲାଳସାର ବଶବର୍ତ୍ତୀ ହୋଇ ନିଜ ପାପ ବୋଝରେ ଅବସନ୍ନ ହୋଇ ପଡ଼ିଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏମାନଙ୍କ ଭିତରୁ କେତେଜଣ ଘରକୁ ଘର ଯାଇ ଦୁର୍ବଳମନା ସ୍ତ୍ରୀମାନଙ୍କୁ ବଶୀଭୂତ କରିବେ। ସେହି ସ୍ତ୍ରୀଲୋକମାନେ ପାପରେ ପୂର୍ଣ୍ଣ। ସମସ୍ତ ପ୍ରକାର ମନ୍ଦ ଇଚ୍ଛା ଦ୍ୱାରା ପରିଗ୍ଭଳିତ ହେଉଥିବା ଯୋଗୁଁ ଏହି ସ୍ତ୍ରୀଲୋକମାନେ ପାପରେ ପଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏମାନଙ୍କ ମଧ୍ୟରେ ଏପରି ଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಂಚ್ಯಾತ್ಲಿಚ್ ಉಲ್ಲಿ ಲೊಕಾ ಘರಾಘರಾಕ್ನಿ ಜಾವ್ನ್ ಪಾಪಾನಿ ಭರಲ್ಲೆ ಅನಿ ಅಸ್ಲ್ಯಾ ತಸ್ಲ್ಯಾ ಸಗ್ಳ್ಯಾ ಆಶಾತ್ನಿ ಗಾವುನ್ ಗುದ್ದ್ಯಾಡ್ತಲ್ಯಾ ಬಾಯ್ಕಾಮನ್ಸಾಕ್ನಿ ಅಪ್ನಾಚ್ಯಾ ತಾಬೆತ್ನಿ ಕರುನ್ ಘೆತ್ಯಾತ್.