2 Timothy 3:7 — Compare Translations

7 translations compared side by side

Odia - 1840
"ସହେି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସମାନେେ କବେେ ହେଲେ ସତ୍ଯକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ୟନ୍ନୀସ୍ ଓ ୟମ୍ବୀସ୍ କଥା ମନେପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସବୁବେଳେ ସତ୍ୟ ଜାଣିବାକୁ ଚେଷ୍ଟା କରୁଥାଆନ୍ତି, କିନ୍ତୁ ତା’ର ସନ୍ଧାନ ପାଆନ୍ତି ନାହିଁ, ଏଭଳି ସ୍ତ୍ରୀ ଲୋକମାନଙ୍କୁ ସେମାନେ ବଶୀଭୂତ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସେମାନେ କେବେ ହେଲେ ସତ୍ୟକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ଯନ୍ନୀସ୍ ଓ ଯମ୍ବ୍ରୀସ୍ କଥା ମନେପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಬಾಯ್ಕಾಮನ್ಸಾ ಕೊನಾಕ್ನಾಬಿ ಬರೆ ಶಿಕುಕ್ ಬಗುಲ್ಯಾತ್, ಖರೆ ಕನ್ನಾಬಿ ತೆ ಖರೆ ತೆಂಕಾ ಕಳ್ವುನ್ ಘೆವ್ಕ್ ಹೊಯ್ನಾ.