2 Timothy 3:8 — Compare Translations

7 translations compared side by side

Odia - 1840
"ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେପରି ଯନ୍ନୀସ୍ ଓ ଯମ୍ଵ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି; ଏମାନେ ଭ୍ରଷ୍ଟମନା ହୋଇ ବିଶ୍ଵାସ ସମ୍ଵନ୍ଧରେ ପ୍ରମାଣସିଦ୍ଧ ନୁହନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯନ୍ନୀସ ଓ ସମ୍ବ୍ରୀସ୍ ଯେପରି ମୋଶାଙ୍କ ବିରୁଦ୍ଧାଚରଣ କରିଥିଲେ, ସେହିପରି ଅନ୍ତିମ କାଳରେ ଏହି ଦୁରାଚାରୀମାନେ ସତ୍ୟର ବିରୋଧ କରିବେ - ସେମାନଙ୍କ ମସ୍ତିଷ୍କ-ବିକୃତି ଘଟିଛି ଏବଂ ସେମାନଙ୍କର ଧର୍ମବିଶ୍ୱାସ ବିଫଳ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋଶାଙ୍କୁ ବିରୋଧ କରିଥିଲେ। ସେହିଭଳି ଏହି ଲୋକମାନେ ମଧ୍ୟ ସତ୍ୟର ବିରୋଧ କରନ୍ତି, ସେମାନଙ୍କର ମନ ବିପଥଗାମୀ। ଈଶ୍ୱର ବିଶ୍ୱାସର ଅନୁସରଣ କରିବାରେ ଏମାନେ ବିଫଳ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಜಾನ್ನೆಸ್ ಅನಿ ಜಾಂಬ್ರೆಸ್ ಮೊಯ್ಜೆಚ್ಯಾ ವಿರೊದ್ ಹೊತ್ತೆ ತಸೆ ಹಿ ಲೊಕಾಬಿ ಖರ್‍ಯಾಚ್ಯಾ ವಿರೊದ್ ಹಾತ್. ಬುದ್ದನಸಲ್ಲಿ ಅನಿ ವಿಶ್ವಾಸಾಚ್ಯಾ ವಿಶಯಾತ್ ನಾಪಾಸ್ ಹೊಲ್ಲಿ ಲೊಕಾ ಹಿ.