2 Timothy 3:9 — Compare Translations
7 translations compared side by side
Odia - 1840
"କିନ୍ତୁ ନିଜ କର୍ମ ରେ ସମାନେେ ସଫଳକାମ ହବେେ ନାହିଁ। ସମସ୍ତେ ଦେଖିବେ ଯେ ସମାନଙ୍କେର ମୂର୍ଖତା ପ୍ରକାଶିତ ହାଇେଛି। ୟନ୍ନୀସ୍ ଓ ୟମ୍ବୀସ୍ ସହିତ ମଧ୍ଯ ଏହା ଘଟିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଆଉ ଅଧିକ ଅଗ୍ରସର ହେବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂଢ଼ପଣ ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ସୁସ୍ପଷ୍ଟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ବେଶୀ ଆଗେଇ ପାରିବେ ନାହିଁ। ଦିନେ ସମସ୍ତେ ଜାଣିବେ, ସେମାନେ କେଡ଼େ ନିର୍ବୋଧ। ଯନ୍ନୀସ ଓ ଯମ୍ବ୍ରୀସ୍ଙ୍କ ଜୀବନରେ ଯାହା ଘଟିଥିଲା, ସେମାନଙ୍କ ଜୀବନରେ ତାହା ହିଁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନିଜ କର୍ମରେ ସେମାନେ ସଫଳକାମ ହେବେ ନାହିଁ। ସମସ୍ତେ ଦେଖିବେ ଯେ ସେମାନଙ୍କର ମୂର୍ଖତା ପ୍ରକାଶିତ ହୋଇଛି। ଯନ୍ନୀସ୍ ଓ ଯମ୍ବ୍ରୀସ୍ ସହିତ ମଧ୍ୟ ଏହା ଘଟିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ ଜଣଙ୍କର ମୂର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಂಚೆ ಕಾಮ್ ಲೈ ದಿಸ್ ಚಲಿನಾ, ತ್ಯಾ ಜಾನ್ನೆಸ್ ಅನಿ ಜಾಂಬ್ರೆಸಾಚೆ ಪಿಸೆಪಾನ್ ಕಶೆ ಕಳುನ್ ಯೆಲೆ, ತಸೆಚ್ ಹೆಂಚೆ ಪಿಶೆಪಾನ್ಬಿ ಕಳುನ್ ಯೆತಾ.