2 Timothy 4:1 — Compare Translations

7 translations compared side by side

Odia - 1840
"ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି:
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಅನಿ ಕ್ರಿಸ್ತ್ ಜೆಜುಚ್ಯಾ ಇದ್ರಾಕ್ ತೊ ಝಿತ್ತ್ಯಾಂಚಿ ಅನಿ ಮರಲ್ಲ್ಯಾಂಚಿ ಝಡ್ತಿ ಕರ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ರಾಜಾ ಹೊವ್ನ್ ರಾಜ್ ಚಾಲ್ವುಕ್ ಯೆತಾ. ಮಿಯಾ ತುಕಾ ಗಂಬಿರ್ ರಿತಿನ್ ಹುಕುಮ್ ದಿತಾ.