2 Timothy 4:10 — Compare Translations

7 translations compared side by side

Odia - 1840
"ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରିମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି; କ୍ରେସ୍କେନ୍ସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍‌କେ‌ନ୍‌ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତିଆକୁ ଓ ତୀତସ୍ ଦଲ୍ମତିଆକୁ ଯାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆಮಸ್ ಹ್ಯಾ ಜಗಾಚ್ಯಾ ಪ್ರೆಮಾತ್ ಪಡುನ್ ಗೆಲಾ ಅನಿ ಮಾಕಾ ಸೊಡುನ್ ತೊ ಥೆಸಲೊನಿಕಾ ಮನ್ತಲ್ಯಾ ಗಾವಾಕ್ ಗೆಲಾ. ಕ್ರೆಸೆನ್ಸ್ ಗಾಲಾತಾಕ್ ಗೆಲಾ, ಅನಿ ತಿತ್ ದಲ್ಮಾತ್ಸಿಯಾಕ್ ಗೆಲಾ.