2 Timothy 4:11 — Compare Translations

7 translations compared side by side

Odia - 1840
"ଏବେ ମାେ ସହିତ କବଳେ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନଇେ ଆସିବ। ସେ ଏଠା ରେ ମାେ କାମ ରେ ଅତ୍ଯନ୍ତ ଆବଶ୍ଯକୀୟ ହାଇପୋରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଲୂକ ମୋʼ ସହିତ ଅଛନ୍ତି । ମାର୍କଙ୍କୁ ତୁମ୍ଭ ସଙ୍ଗରେ ଘେନି ଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।
Odia IRV 2017 (ଓଡିଆ ବାଇବେଲ)
କେବଳ ଲୂକ ମୋ ସହିତ ଅଛନ୍ତି ।ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲುಕ್ ಮಾಜ್ಯಾ ವಾಂಗ್ಡಾಚ್ ಹಾಯ್. ತಿಯಾ ಯೆತಾನಾ, ಮಾರ್ಕಾಕ್‍ಬಿ ತುಜ್ಯಾ ವಾಂಗ್ಡಾ ಬಲ್ವುನ್ ಘೆವ್ನ್ ಯೆ, ತೊ ಮಾಜ್ಯಾ ಸೆವೆಚ್ಯಾ ಕಾಮಾತ್ ಮಾಕಾ ಉಪಯೊಗಾಕ್ ಪಡ್ತಾ.