2 Timothy 4:15 — Compare Translations

7 translations compared side by side

Odia - 1840
"ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘାରେ ପ୍ରତିରୋଧ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଭ ବାର୍ତ୍ତା ପ୍ରଚାରକୁ ସେ ଘୋର ବିରୋଧ କରୁଥିଲା, ତେଣୁ ତା’ ନିକଟରେ ତୁମେ ସତର୍କତାର ସହିତ ଚଳିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମଧ୍ୟ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘୋର ପ୍ରତିରୋଧ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ ತೆಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್‍ಹಾ, ಕಶ್ಯಾಕ್ ಮಟ್ಲ್ಯಾರ್ ವಾಯ್ಟ್ ಕಟೊರ್ ರಿತಿನ್ ತೊ ಅಮ್ಚ್ಯಾ ಶಿಕಾಪಾಚ್ಯಾ ವಿರೊದ್ ಗೆಲಾ.