2 Timothy 4:16 — Compare Translations

7 translations compared side by side

Odia - 1840
"ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରଥମ ଆତ୍ମପକ୍ଷ ସମର୍ଥନ ସମୟରେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମ ଥର ଯେତେବେଳେ ମୋତେ ନିଜ ପକ୍ଷ ସମର୍ଥନ କରିବାକୁ ପଡ଼ିଥିଲା, କେହି ମୋ’ ନିକଟରେ ରହିଲେ ନାହିଁ, ସମସ୍ତେ ମୋତେ ଛାଡ଼ି ଚାଲିଗଲେ। ଈଶ୍ୱର ସେମାନଙ୍କର ଏହି ଦୋଷ ନ ଧରନ୍ତିୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୋହର ବିଚାରର ପ୍ରଥମ ଶୁଣାଣି ବେଳେ କେହି ମୋହର ସପକ୍ଷ ହେଲେ ନାହିଁ, ମାତ୍ର ସମସ୍ତେ ମୋତେ ପରିତ୍ୟାଗ କଲେ; ଏହା ସେମାନଙ୍କ ବିରୁଦ୍ଧରେ ଗଣିତ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಪಯ್ಲೆಪಟಿ ಇಚಾರ್ನಿ ಕರುಕ್ ಇಬೆ ಕರಲ್ಲ್ಯಾ ತನ್ನಾ ಕೊನ್‍ಬಿ ಮಾಜ್ಯಾ ಪಕ್ಷಾತ್ ಇಬೆ ರ್‍ಹಾವ್ಕ್ ನಾ. ಸಗ್ಳ್ಯಾಬಿನಿ ಮಾಕಾ ಸೊಡುನ್ ಸೊಡ್ಲ್ಯಾನಿ. ಹೆಚೆಸಾಟ್ನಿ ದೆವ್ ತೆಂಕಾ ಚುಕಿದಾರ್ ಕರುನಸುಂದಿತ್!