2 Timothy 4:17 — Compare Translations
7 translations compared side by side
Odia - 1840
"ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱରଙ୍କ ସାନ୍ନିଧ୍ୟ ଅନୁଭବ କରି ଅଣଇହୁଦୀମାନଙ୍କ ମଧ୍ୟରେ ଶୁଭ ବାର୍ତ୍ତା ସମ୍ୟକ୍ ପ୍ରଚାର କରିବା ପାଇଁ ମୁଁ ଯଥେଷ୍ଟ ଶକ୍ତି ପାଇଲି ଏବଂ ମୁଁ ପ୍ରାଣଦଣ୍ଡରୁ ମଧ୍ୟ ରକ୍ଷା ପାଇଲି।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ଅଣଯିହୂଦୀ ସମସ୍ତେ ତାହା ଶୁଣି ପାରନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಧನಿ ಮಾಜ್ಯಾ ಜಗ್ಗೊಳುಚ್ ರ್ಹಾಲೊ ಅನಿ ತೆನಿ ಮಾಕಾ ಬಳ್ ದಿಲ್ಯಾನ್, ತಸೆಮನುನ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನಿ ಆಯ್ಕಿ ಸರ್ಕೆ ಮಾಜೆ ವೈನಾ ಬರಿ ಖಬರ್ ಪುರಾ ಮಾಪಾನ್ ಸಾಂಗಿ ಸರ್ಕೆ ಹೊಲೆ. ಅಶೆ ಮರ್ನಾತ್ನಾ ಮಿಯಾ ಬಚಾವ್ ಹೊಲೊ.