2 Timothy 4:18 — Compare Translations

7 translations compared side by side

Odia - 1840
"ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ଵର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ବିଶ୍ୱାସ, ପ୍ରଭୁ ମୋତେ ସମସ୍ତ ବିପଦରୁ ରକ୍ଷା କରି ଶେଷରେ ତାଙ୍କ ସ୍ୱର୍ଗରାଜ୍ୟକୁ ନିରାପଦରେ ନେଇଯିବେ। ସେ ଯୁଗେ ଯୁଗେ ଗୌରବାନ୍ୱିତ ହୁଅନ୍ତୁ। ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿಬಿ ಸಗ್ಳ್ಯಾ ವಾಯ್ಟಾನಿತ್ನಾ ಧನಿ ಮಾಕಾ ಹುರ್‍ವುತಾ ಅನಿ ಅಪ್ನಾಚ್ಯಾ ಸರ್ಗಾಚ್ಯಾ ರಾಜಾತ್ ಶಾಬಿತ್ ನ್ಹೆವ್ನ್ ಪಾವ್ಸುತಾ. ತೆಕಾ ಸದಾ ಸರ್ವತಾಕ್ ಮಹಿಮಾ ಹೊಂವ್ದಿತ್. ಆಮೆನ್.