2 Timothy 4:2 — Compare Translations
7 translations compared side by side
Odia - 1840
"ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି ଧମକ ଓ ଉତ୍ସାହ ଦାନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଅସମୟ ବିଚାର ନ କରି, ତୁମେ ସବୁବେଳେ ସେହି ବିଷୟ ଉପରେ ଜୋର ଦେଇ ବୁଝାଇବ; ଧୈର୍ଯ୍ୟ ସହକାରେ ଶିକ୍ଷା ଦେଇ, କେତେବେଳେ ଭର୍ତ୍ସନା କରି, କେତେବେଳେ ବା ଉତ୍ସାହିତ କରି ଅନ୍ୟମାନଙ୍କ ମନରେ ସେଥିପ୍ରତି ପ୍ରତ୍ୟୟ ଜନ୍ମାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
Odia IRV 2017 (ଓଡିଆ ବାଇବେଲ)
ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಬರಿ ಖಬರ್ ಸಾಂಗುನ್ಗೆತ್ ರ್ಹಾ, ಅನ್ಕುಲ್ ರ್ಹಾಲ್ಯಾರ್ಬಿ ನಸ್ಲ್ಯಾರ್ಬಿ ಸಗ್ಳ್ಯಾ ಎಳಾರ್ ತ್ಯಾತುರ್ ತಿಯಾ ಮಗ್ನ್ ಹೊವ್ನ್ ರ್ಹಾ, ಸಗ್ಳೆ ಸಂಬಾಳುನ್ ಘೆವ್ನ್ ತೆಂಕಾ ಜೊರ್ ಕರುನ್, ಚುಕ್ ಹೊತ್ತೆ ಸಮಾ ಕರುನ್, ಧೈರೊ ದಿವ್ನ್ ಉಲ್ಲಿ ಉಮ್ಮೆದ್ ಭರುನ್ ಸಗ್ಳೆ ಸಂಬಾಳುನ್ ಘೆವ್ನ್ ಶಿಕ್ವು.