2 Timothy 4:20 — Compare Translations
7 translations compared side by side
Odia - 1840
"ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎರಾಸ್ತ್ ಕೊರಿಂಥಾತುಚ್ ಹಾಯ್; ಸಿಕ್ ಅಸಲ್ಲ್ಯಾಸಾಟಿ ತ್ರೊಫಿಮಾಕ್ ಮಿಯಾ ಮಿಲೆತಾತ್ ಸೊಡುನ್ ಯೆಲಾ.