2 Timothy 4:21 — Compare Translations
7 translations compared side by side
Odia - 1840
"ଶୀତଦିନ ପୂର୍ବରୁ ମାେ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର । ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୀତ ଋତୁ ପୂର୍ବରୁ ଏଠାକୁ ଆସିବା ପାଇଁ ଚେଷ୍ଟା କର। ଇଉବୁଲସ୍, ପୁଦେନସ୍, ଲିନସ୍, କ୍ଲାଦିଆ ଏବଂ ଏଠିକାର ଅନ୍ୟାନ୍ୟ ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥಂಡಿಚಿ ದಿಸಾ ಚಾಲು ಹೊವ್ಚ್ಯಾ ಅದ್ದಿಚ್ ತಿಯಾ ಹಿತ್ತೆ ಯೆವ್ನ್ ಪಾವುಕ್ ಬಗ್. ಯೆಬುಲ್, ಪುದೆನ್, ಲಿನಸ್, ಕ್ಲಾವ್ಡಿಯಾ ಅನಿ ಸಗ್ಳ್ಯಾ ಭಾವಾನಿ ಅನಿ ಭೆನಿಯಾನಿ ತುಕಾ ನಮಸ್ಕಾರ್ ಧಾಡುನ್ ದಿಲಾತ್.