2 Timothy 4:5 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଳେଶ ସହ୍ୟ କର, ସୁସମାଚାର ପ୍ରଚାରକର କାର୍ଯ୍ୟସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସମ୍ପନ୍ନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମେ ସବୁ ପରିସ୍ଥିତିରେ ନିଜକୁ ସଂଯତ କରି ରଖ; ଶୁଭ ବାର୍ତ୍ତାର ପ୍ରଚାରକ ଓ ଈଶ୍ୱରଙ୍କ ବିଶ୍ୱସ୍ତ ସେବକ ରୂପେ ତୁମେ ଦୁଃଖଭୋଗ କରିବାକୁ ପ୍ରସ୍ତୁତ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿಯಾ ಸಗ್ಳ್ಯಾ ವಿಶಯಾತ್ನಿಬಿ ಸಂಬಾಳುನ್ ಘೆವ್ನ್ ರ್‍ಹಾಮ್; ತರಾಸ್ ಸೊಸುನ್ ಘೆವ್ನ್ ಚಲ್, ಎಕ್ ಬರಿ ಖಬರ್ ಸಾಂಗ್ತಲೊ ಮಾನುಸ್ ಹೊವ್ನ್ ರ್‍ಹಾ ಅನಿ ತುಕಾ ದಿಲ್ಲೆ ಕಾಮ್ ದೆವಾಚ್ಯಾ ಸೆವಕಾಚ್ಯಾ ಸರ್ಕೆ ಕರ್.