2 Timothy 4:6 — Compare Translations

7 translations compared side by side

Odia - 1840
"ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ଜୀବନକୁ ବଳି ଦେଇ ଏଇ ମରଧାମ ତ୍ୟାଗ କରିବାର ବେଳ ଆସିଲାଣି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಿಶಯಾತ್ ಸಾಂಗುಚೆ ಹೊಲ್ಯಾರ್, ಅತ್ತಾ ಮಾಕಾಚ್ ಎಕ್ ಬಲಿ ಕರುನ್ ಭೆಟ್ವುನ್ ದಿತಲೊ ಎಳ್ ಯೆಲಾ; ಅನಿ ಹೆ ಜಿವನ್ ಸೊಡುನ್ ಜಾತಲೊ ಎಳ್ ಜಗ್ಗೊಳ್ ಯೆವ್ನ್ ಪಾವ್ಲಾ.