2 Timothy 4:7 — Compare Translations

7 translations compared side by side

Odia - 1840
"ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଜୀବନ ସଂଗ୍ରାମରେ ମୁଁ ପ୍ରାଣପଣେ ଯୁଦ୍ଧ କରିଛି। ଜୀବନ ଦୌଡ଼ରେ ମୁଁ ନିରୂପିତ ପଥ ଅତିକ୍ରମ କରିଛି; ମୋର ବିଶ୍ୱାସରେ ମୁଁ ଦୃଢ଼ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Odia IRV 2017 (ଓଡିଆ ବାଇବେଲ)
ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಶರ್ತಿತ್ ಬರೆ ಕರುನ್ ಪಳಾಲಾ, ಮಾಜೆ ಪಳಾಪ್ ಮಿಯಾ ಪಳುನ್ ಸಾರ್ಲಾ ಅನಿ ಮಾಜೊ ವಿಶ್ವಾಸ್ ಮಿಯಾ ಖಡ್ತರ್‍ಪಾನಾನ್ ಸಂಬಾಳುನ್ ಥವ್ಲಾ.