3 John 1:11 — Compare Translations

7 translations compared side by side

Odia - 1840
"ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ଵରଙ୍କୁ ଦର୍ଶନ କରି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁ, କୁଆଦର୍ଶକୁ ଅନୁକରଣ କର ନାହିଁ କେବଳ ସୁଆଦର୍ଶକୁ ଗ୍ରହଣ କର। ଯେ ସତ୍କାର୍ଯ୍ୟ କରେ, ସେ ଈଶ୍ୱରଙ୍କ ଲୋକ: ଯେ ଅସତ୍ କାର୍ଯ୍ୟ କରେ, ସେ ଈଶ୍ୱରଙ୍କୁ ଜାଣେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କୁ କେବେ ଦେଖି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ । ଯେ ସତ୍କର୍ମ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ದೊಸ್ತಾ, ತಿಯಾ ಅಸೆ ಕರಿ ನಸ್ತಾನಾ ಬರ್‍ಯಾ ವಾಟೆನ್ ಚಲ್, ಬರ್ಯಾ ವಾಟೆನ್ ಚಲ್ತಲೊ ದೆವಾಚೊ, ಕೊನ್ ವಾಯ್ಟ್ ಕರ್ತಾ ತೆನಿ ದೆವಾಕ್ ಬಗಟ್ಲೊ ನಾ.