3 John 1:12 — Compare Translations

7 translations compared side by side

Odia - 1840
"ଦୀମୀତ୍ରିୟଙ୍କ ବିଷୟ ରେ ସମସ୍ତେ ଭଲକଥା କହନ୍ତି। ସମାନେେ ଯାହା କହନ୍ତି, ସତ୍ଯ ଏଥିର ସାକ୍ଷ୍ଯ ଦିଏ। ଆମ୍ଭେ ମଧ୍ଯ ତାହା ବିଷୟ ରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ଯ ସତ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ଡିମଂଟ୍ରିଅସ୍ଙ୍କ ପ୍ରଶଂସା କରୁଛନ୍ତି; ସତ୍ୟର ମାପକାଠି ଦ୍ୱାରା ସେ ପ୍ରଶଂସିତ। ଆମେ ମଧ୍ୟ ତାଙ୍କୁ ସମର୍ଥନ କରୁଛୁ। ତୁମେ ଜାଣିଛ, ଆମେ ଯାହା କହୁ, ତାହା ସବୁ ନିରାଟ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ଦୀମୀତ୍ରିୟଙ୍କ ବିଷୟରେ ସମସ୍ତେ ଭଲକଥା କହନ୍ତି। ସେମାନେ ଯାହା କହନ୍ତି, ସତ୍ୟ ଏଥିର ସାକ୍ଷ୍ୟ ଦିଏ। ଆମ୍ଭେ ମଧ୍ୟ ତାହା ବିଷୟରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ୟ ସତ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।
Odia IRV 2017 (ଓଡିଆ ବାଇବେଲ)
ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆಮೆತ್ರಿ ಮನ್ತಲ್ಯಾ ಮಾನ್ಸಾಚ್ಯಾ ವಿಶಯಾತ್ ಬರೆ ಬೊಲ್ತ್ಯಾತ್, ಅನಿ ತೊ ಅಪ್ನಿಚ್ ಸಾಕ್ಷಿ ದಿತಾ, ಅನಿ ಅಮಿಬಿ ಸಾಕ್ಷಿ ದಿತಾಂವ್ ಅನಿ ಅಮಿ ಸಾಂಗ್ತಲೆ ಖರೆ ತೆಚ್ಯಾ ವಾಂಗ್ಡಾ ಮಿಳ್ವುತಾಂವ್. ಅಮಿ ಸಾಂಗ್ತಲೆ ಖರೆ ಮನುನ್ ತುಕಾ ಗೊತ್ತ್ ಹಾಯ್.