3 John 1:13 — Compare Translations

7 translations compared side by side

Odia - 1840
"ମାରେ ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମ ରେ ଲେଖିବା ପାଇଁ ଚାହୁଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମକୁ ମୋର ଅନେକ କଥା କହିବାର ଅଛି, କିନ୍ତୁ ସେ ସବୁ ମୁଁ ଏବେ ଲେଖବାକୁ ଚାହୁଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମରେ ଲେଖିବା ପାଇଁ ଗ୍ଭହୁଁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಕಾ ಅನಿ ಲೈ ಲಿವ್ತಲೆ ಹಾಯ್, ಖರೆ ಹೆ ಸಗ್ಳೆ ಪೆನ್ನಾನ್ ಅನಿ ಶಾಯಿನ್ ಲಿವ್ಕ್ ಮಾಕಾ ಮನ್ ನಾ.