3 John 1:15 — Compare Translations
6 translations compared side by side
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉ ଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଶାନ୍ତିରେ ରୁହ, ତୁମର ବନ୍ଧୁମାନେ ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ଆମର ସବୁ ବନ୍ଧୁମାନଙ୍କୁ ବ୍ୟକ୍ତିଗତ ଭାବରେ ନମସ୍କାର ଜଣାଇବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ପ୍ରତି ଶାନ୍ତି ହେଉ। ମୋର ଏଠାରେ ଥିବା ବନ୍ଧୁମାନେ ତୁମ୍ଭ ପାଖକୁ ସେମାନଙ୍କର ପ୍ରେମ ଜଣାଉଛନ୍ତି। ଦୟାକରି ଆମ୍ଭର ପ୍ରେମ ସେଠାରେ ଥିବା ପ୍ରତ୍ୟେକ ବନ୍ଧୁଙ୍କୁ ଜଣାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾಂತಿ ತುಜ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್, ಸಗ್ಳಿ ತುಜಿ ದೊಸ್ತಾ ತುಕಾ ನಮಸ್ಕಾರ್ ಸಾಂಗ್ತಾತ್ ಅನಿ ಸಗ್ಳ್ಯಾ ದೊಸ್ತಾಕ್ನಿ ಹರ್ ಎಕ್ಲ್ಯಾಚ್ಯಾ ನಾವಾನ್ಬಿ ಇಚಾರ್ಲಾ ಮನುನ್ ಸಾಂಗ್.